Download Now Banner

This browser does not support the video element.

ବରଗଡ: ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହେଲା ସିଏମ କିଷାନ ଯୋଜନାର ତୃତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ

Bargarh, Bargarh (Baragarh) | Aug 27, 2025
ବୁଧବାର ମଧ୍ୟାହ୍ନ 1 ଘଣ୍ଟା ସମୟରେ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ସିଏମ କିସାନ ଯୋଜନାର ତୃତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ୨୦୨୫-୨୬ ରବି ଋତୁ ପାଇଁ ୫୧ ଲକ୍ଷରୁ ଅଧିକ ଚାଷୀଙ୍କୁ ସି.ଏମ.କିସାନ ଯୋଜନାର ତୃତୀୟ କିସ୍ତିରେ ୧୦୪୧ କୋଟି ଟଙ୍କାରୁ ଅଧିକ ସହାୟତା ରାଶି ସିଧାସଳଖ ତାଙ୍କ ବ୍ୟାଙ୍କ ଖାତାରେ ପ୍ରଦାନ କରାଯାଇଛି ।
Read More News
T & CPrivacy PolicyContact Us