This browser does not support the video element.
ଝାରସୁଗୁଡା: ଝାରସୁଗୁଡା ଡ଼ିଏମଏଫ ହଲ ଠାରେ ଜିଲ୍ଲା ସ୍ତ୍ରରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ
Jharsuguda, Jharsuguda | Sep 5, 2025
ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ଡ଼ିଏମଏଫ ହଲ ଠାରେ ଆଜି ସକାଳ ସାଢେ ଦଶଟା ସମୟରେ ଜିଲ୍ଲା ସ୍ତ୍ରରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଆୟୋଜିତ ହୋଇଯାଇଛି। ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଥମେ ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯିବ ପରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ଯୋଗଦାନ କରିଥିବା ବେଳେ ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାଣ ଙ୍କ ସମେତ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ଅନେକ ଅଧିକାରୀ ଓ ଜିଲ୍ଲା