Install App
baripada_news
This browser does not support the video element.
କରଞ୍ଜିଆ: ଘୋଡାବିନ୍ଧା ଠାରେ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ; କରଞ୍ଜିଆ ବିଧାୟକଙ୍କ ଯୋଗଦାନ
Karanjia, Mayurbhanj | Oct 2, 2025
ଗୁରୁବାର ଅପରାହ୍ନ ପ୍ରାୟ ୪ଟାରେ ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଘୋଡାବିନ୍ଧା ଠାରେ ସଦାମ୍ କ୍ଲବ ଆନୁକୁଲ୍ୟରେ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି। ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କରଞ୍ଜିଆ ବିଧାୟକ ପଦ୍ମ ଚରଣ ହାଇବ୍ରୁ ଯୋଗଦେଇ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!