This browser does not support the video element.
ଜୁନାଗଡ: କରଞ୍ଜକୋଟରେ କଂଗ୍ରେସ ଦଳର ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Junagarh, Kalahandi | Sep 5, 2025
ଗୋଲାମୁଣ୍ଡା ବ୍ଲକ କରଞ୍ଜକୋଟ ରେ ଶୁକ୍ରବାର ସକାଳ ୧୧ ଟା ରେ କଂଗ୍ରେସ ଦଳର ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭାପତି ନୌକେଶ୍ୱର ପୁଟେଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରୀୟ ପର୍ଯ୍ୟବେକ୍ଷକ ଶଖେ ମସ୍ତାନ ଅଲ୍ଲୀ ଉପସ୍ଥିତ ରହି କଂଗ୍ରେସ ଦଳର ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ବିଷୟର ଉପସ୍ଥିତ କଂଗ୍ରେସ କର୍ମୀମାନଙ୍କୁ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ।