This browser does not support the video element.
ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଡିଏମଏଫ କାର୍ଯ୍ୟାଳୟରେ ଝାରସୁଗୁଡା ପୌରପାଳିକା ର ସମୀକ୍ଷା ବୈଠକ ଅନୁଷ୍ଠିତ
Jharsuguda, Jharsuguda | Sep 6, 2025
ଝାରସୁଗୁଡା ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଡିଏମଏଫ କାର୍ଯ୍ୟାଳୟରେ ଝାରସୁଗୁଡା ପୌରପାଳିକା ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛ l ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଆଜି ଶନିବାର ଅପରାହ୍ନ ୪ ଟା ରୁ ୫ ଟା ଯାଏଁ ଅନୁଷ୍ଠିତ ଏହି ବୈଠକ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ, ଝାରସୁଗୁଡା ଜିଲ୍ଲାପାଳ କୃଣାଳ ମୋତିରାମ ଚୌହାଣ ଙ୍କ ସହ ଜିଲ୍ଲା ଏବଂ ଝାରସୁଗୁଡା ପୌରପରିଷଦ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ମାନେ ଉପସ୍ଥିତ ଥିଲେ l