This browser does not support the video element.
କୁଚିଣ୍ଡା: କୁଟୁରାଚୁଆଁ ଜୁନିଅର କଲେଜର ୩୫ତମ ସ୍ଥାପନା ଦିବସ ସମାରୋହ ରେ ଅନୁଷ୍ଠିତ
Kochinda, Sambalpur | Sep 5, 2025
କୁଚିଣ୍ଡା ବ୍ଲକ ଅନ୍ତର୍ଗତ କୁଟୁରାଚୁଆଁ ଜୁନିଅର କଲେଜର ୩୫ତମ ସ୍ଥାପନା ଦିବସ ସମାରୋହ ରେ ଅନୁଷ୍ଠିତ ହୋଇ ଯାଇଛି। ଶୁକ୍ରବାର ଦିନ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମ ରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। ସମ୍ମାନିତ ଅତିଥି ଭାବେ ପୁର୍ବତନ ବିଧାୟକ ବୃନ୍ଦାବନ ମାଝୀ କ ପୁର୍ବତନ କଲେଜ୍ ଅଧ୍ୟକ୍ଷ ସୁବାସ ନାଏକ ଯୋଗ ଦେଇ ଛାତ୍ରଛାତ୍ରୀ ଙ୍କ ଉଜ୍ଜ୍ବଳ ଭବିଷ୍ୟତ ପାଇଁ ବିଭିନ୍ନ ପରାମର୍ଶ ଦେଇଥିଲେ।