Install App
santoshbaral67
This browser does not support the video element.
ନିମାପଡା: ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ମନ କି ବାତ୍ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରତିକ୍ରିୟା ରଖିଲେ ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ
Nimapada, Puri | Aug 31, 2025
ଶାୟତ୍ତ ଶାସନ ଦିବସ ଅବସରରେ ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିମାପଡା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପୌର ପରିଷଦ ଅନ୍ତର୍ଗତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ମନ କି ବାତ୍ କାର୍ଯ୍ୟକ୍ରମର ସିଧା ପ୍ରସାରଣ କାର୍ଯ୍ୟକ୍ରମରେ ଆଜି ପୂର୍ବାହ୍ନ ୧୧ଟାରେ ଯୋଗଦେଇ ନିଜ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
Share
Read More News
T & C
Privacy Policy
Contact Us
Your browser does not support JavaScript!