Download Now Banner

This browser does not support the video element.

ଭୋଗରାଇ: ଉଦୟପୁର, ତାଳସାରି, ରଣସିଂହପୁର ,କୀର୍ତିନିଆ ଆଦି ମତ୍ସ୍ୟଅବତରଣ କେନ୍ଦ୍ରରେ ମତ୍ସ୍ୟଜୀବୀଙ୍କୁ ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମନା,

Bhograi, Balasore | Sep 1, 2025
ଉଦୟପୁର ତାଳସାରି ରଣସିଂହପୁର କୀର୍ତ୍ତିନିଆରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ପ୍ରବଳ ବର୍ଷା ଓ ପବନ ପାଇଁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କଲା ମତ୍ସ୍ୟବିଭାଗ । ଚଳିତ ମାସ ୧ ରୁ ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ମନା କରାଯାଇଛି । ମତ୍ସ୍ୟ ବିଭାଗର ନିର୍ଦ୍ଦେଶ ଅବମାନନା କଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ସୂଚନା ଦେଲେ ଚନ୍ଦନେଶ୍ୱର ମତ୍ସ୍ୟ ଅଧିକାରୀ ଅନନ୍ତ ଜେନା । ଭୋଗରାଇ ବ୍ଲକ ଅଧୀନରେ ରହିଛି ୪ ଟି ମତ୍ସ୍ୟ ଅବତରଣ କେନ୍ଦ୍ର । ବଙ୍ଗୋପ ସାଗାରରେ ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି ।
Read More News
T & CPrivacy PolicyContact Us