Download Now Banner

This browser does not support the video element.

ନୟାଗଡ: ନୟାଗଡ ବ୍ଲକ୍ ସଭା ଗୃହ ପରିସରରେ ନଗର ବିଜେଡି ସଭାପତିଙ୍କ ଉଦ୍ଦେଶ୍ୟରେ ସ୍ମୃତିସଭା କାର୍ଯ୍ୟକ୍ରମ ଅନୁଷ୍ଠିତ

Nayagarh, Nayagarh | Sep 7, 2025
ନଗର ବିଜେଡି ସଭାପତିଙ୍କ ଉଦ୍ଦେଶ୍ୟରେ ସ୍ମୃତିସଭା ଅମୁଲ୍ୟ ନୟାଗଡ଼ ପାଇଁ ଅମୁଲ୍ୟ ଥିଲ ଅବସରପ୍ରାପ୍ତ ପୁଲିସ ଅଧିକାରୀ ତଥା ନଗର ବିଜେଡି ସଭାପତି ଅମୁଲ୍ୟ ମହାନ୍ତିଙ୍କ ପରଲୋକରେ ଆଜି ବ୍ଲକ ସଭାଗୃହଠାରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଆଇନଜୀବୀ ପ୍ରତାପ ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ ସ୍ମୃତି ସଭାରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ପ୍ରମୂଖ ଯୋଗ ଦେଇଥିଲେ । ଏହି ସଭା
Read More News
T & CPrivacy PolicyContact Us