This browser does not support the video element.
ନୟାଗଡ: ଦଶପଲ୍ଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଏକାଦଶ ସାଧାରଣ ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ
Nayagarh, Nayagarh | Sep 12, 2025
ଏକାଦଶ ସାଧାରଣ ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ। ସୂଚନା ମୁତାବକ ଆଜି ମଧ୍ୟାହ୍ନ ସମୟରେ ଦଶପଲ୍ଲା,ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଆୟୋଜିତ ଏକାଦଶ ସାଧାରଣ ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବିଧାୟକ ରମେଶ ଚନ୍ଦ୍ର ବେହେରା ଉପସ୍ଥିତ ରହିଥିଲେ। ତତ୍ ସହିତ ଆଜିର କାର୍ଯ୍ୟକ୍ରମ ବ୍ଲକ୍ ଅଧକ୍ଷା, ବ୍ଲକ୍ ବିଡ଼ିଓ ଏବଂ ସମସ୍ତ ପଞ୍ଚାୟତ ର ଜନ ପ୍ରତିନିଧି ମାନେ ଉପସ୍ଥିତ ରହିଥିଲେ।