Download Now Banner

This browser does not support the video element.

ବୀରମହାରାଜପୁର: ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଗୋବିନ୍ଦ ଚନ୍ଦ୍ର ପଣ୍ଡାଙ୍କ ବିୟୋଗରେ ଶୋକସଭା

Biramaharajpur, Subarnapur (Sonepur) | Aug 23, 2025
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଜି ଦିନ ପ୍ରାୟ 1ଘଣ୍ଟା ସମୟରେ ବରିଷ୍ଠ ସଦସ୍ୟ ଗୋବିନ୍ଦ ଚନ୍ଦ୍ର ପଣ୍ଡାଙ୍କ ବିୟୋଗରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି l ବରିଷ୍ଠ ନାଗରିକ ସଂଘର ସଭାପତି ଡ ପ୍ରଫୁଲ୍ଲ କୁମାର ରଥଙ୍କ ସଭାପତିତ୍ବରେ ଆୟୋଜିତ ଶୋକ ସଭା ବହୁ ସଦସ୍ୟ ଯୋଗଦେଇଥିଲେ l ଏହି ଅବସରରେ ସ୍ବର୍ଗତ ପଣ୍ଡାଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l ପରେ ଆୟୋଜିତ ସଭାରେ କୃଷ୍ଣଚନ୍ଦ୍ର ପାଢ଼ୀ,ଭୂଷଣ କୁମାର ପାତ୍ର, ଗୋପୀନାଥ ମହାକୁର,ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା, ସୌମିତ୍ରୀ ମେହେ
Read More News
T & CPrivacy PolicyContact Us