Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 10, 2025
ଲଘୁଚାପ ଜନିତ ଲଗାଣ ବର୍ଷା ପରେ ବର୍ତ୍ତମାନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ତେବେ ଆଜି ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହା ସହ ପୁଣି ଏକ ଲଘୁଚାପ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!