Download Now Banner

This browser does not support the video element.

ଖୋର୍ଦ୍ଧା: ଚାନ୍ଦପୁର ବାଇପାସ୍ ନିକଟରେ ଅଜଣା ଗାଡି ଧକ୍କାରେ ଦୁଇ ଗୁରୁତର

Khordha, Khordha | Sep 3, 2025
ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥର ଚାନ୍ଦପୁର ବାଇପାସ୍ ନିକଟରେ ଅଜଣା ଗାଡି ଧକ୍କାରେ ଦୁଇ ଗୁରୁତର ହୋଇଥିବା ସୂଚନା ମିଳିଛି। ଉଭୟଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରଯାଇଛି।
Read More News
T & CPrivacy PolicyContact Us