Download Now Banner

This browser does not support the video element.

କୋରାପୁଟ ସହର: ଶୁକ୍ରବାର ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ା ପରିସରରେ ୧୭ତମ ପ୍ରତିଷ୍ଠା ଦିବସ ପାଳନ ନେଇ ପ୍ରେସ ବିଜ୍ଞପ୍ତି ପ୍ରକାଶ

Koraput Town, Koraput | Aug 28, 2025
କୋରାପୁଟ ଜିଲ୍ଲା ସୁନାବେଡ଼ା କ୍ୟାମ୍ପସ ଠାରେ ଅବସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଶୁକ୍ରବାର ବିଶ୍ୱବିଦ୍ୟାଳୟର ୧୭ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳନ କରିବ। ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ପ୍ରଫେସର ନରସିଂହ ଚରଣ ପଣ୍ଡା ସକାଳେ ବିଶ୍ୱବିଦ୍ୟାଳୟର ପତାକା ଉତ୍ତୋଳନ କରି ସଭାରେ ଉପସ୍ଥିତ ଲୋକମାନଙ୍କୁ ସମ୍ବୋଧନ କରିବା ନେଇ ବିଶ୍ଵ ବିଦ୍ୟାଳୟ ପକ୍ଷରୁ ଆଜି ସନ୍ଧ୍ୟା ୭ଟା ସମୟରେ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।
Read More News
T & CPrivacy PolicyContact Us