Download Now Banner

This browser does not support the video element.

ଅନୁଗୋଳ: ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

Anugul, Angul | Sep 8, 2025
ଅନୁଗୋଳ ଜିଲ୍ଲାର ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଥିବା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେଉଛି। ଜିଲ୍ଲାର ବିଭିନ୍ନ ଅଞ୍ଚଳର ଲୋକମାନେ ବିଭିନ୍ନ ସମସ୍ୟା ବିଷୟରେ ଅଭିଯୋଗ କରୁଥିବା ବେଳେ ସୋମବାର ସକାଳ ସାଢେ଼ ଏଗାରଟା ସୁଦ୍ଧା ୨୦ଜଣ ଲୋକ ବିଭିନ୍ନ ସମସ୍ୟା ବିଷୟରେ ଅଭିଯୋଗ କରିଛନ୍ତି। ଏହି ଜନ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରିତିମୟ ଅଧ୍ୟକ୍ଷତା କରୁଛନ୍ତି।
Read More News
T & CPrivacy PolicyContact Us