Download Now Banner

This browser does not support the video element.

ଫୁଲବାଣୀ ସହର: ଶଙ୍କରାଖୋଲ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ପରିବେଶ ପଞ୍ଚାୟତ କାର୍ଯ୍ୟକ୍ରମ ଅନୁଷ୍ଠିତ,ଯୋଗଦେଲେ ଫୁଲବାଣୀ ବିଧାୟକ

Phulabani Town, Kandhamal | Aug 21, 2025
ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ପରିବେଶ ପଞ୍ଚାୟତ କାର୍ଯ୍ୟକ୍ରମ ଅନୁଷ୍ଠିତ ଶଙ୍କରାଖୋଲ ଠାରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିବେଶ ପଞ୍ଚାୟତ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ଫୁଲବାଣୀ ବିଧାୟକ ଶ୍ରୀ ଉମା ଚରଣ ମଲ୍ଲିକ । ସଭାପତିତ୍ଵ କରିଥିଲେ ସମ୍ବାଦ ଜିଲ୍ଲା ପ୍ରତିନିଧି ଡଃ ରଞ୍ଜନ ପ୍ରଧାନ । ସମ୍ମାନିତ ଅତିଥି ମାନଙ୍କ ମଧ୍ୟରେ ଥିଲେ ଅନୁଷ୍ଠାନର ଅଧ୍ୟକ୍ଷ ଡଃ ସନ୍ତୋଷ କୁମାର ପ୍ରଧାନ , ଅଧ୍ୟାପକ ରାମକୃଷ୍ଣ ମହାନ୍ତି , ଅଧ୍ୟାପକ
Read More News
T & CPrivacy PolicyContact Us