Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲା ଜଳ ଓ ପରିମଳ ମିଶନ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

Baripada M, Mayurbhanj | Aug 30, 2025
ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ଜଳ ଓ ପରିମଳ ମିଶନ ଆନୁକୂଲ୍ୟରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲା ଜଳ ଓ ପରିମଳ ମିଶନ ସମନ୍ୱୟ କମିଟି ବୈଠକ ଶନିବାର ଦିନ ପ୍ରାୟ ୨ଟାରେ ଅନୁଷ୍ଠିତ ହୋଇଯାଇଛି।
Read More News
T & CPrivacy PolicyContact Us