Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ସୃଷ୍ଟି ହେଲା ଲଘୁଚାପ ଏନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 13, 2025
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆଜି ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
Share
Read More News
T & C
Privacy Policy
Contact Us
Your browser does not support JavaScript!