This browser does not support the video element.
ପଟ୍ଟାଙ୍ଗୀ: ଗାଙ୍ଗରାଜପୁର ଗ୍ରାମରେ ଏକ ଦଶାହ କାର୍ଯ୍ୟରେ ଯୋଗ ଦେଲେ ପଟାଙ୍ଗୀ ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା
Pottangi, Koraput | Sep 27, 2025
କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଙ୍ଗରାଜପୁର ଗ୍ରାମର ସ୍ଵର୍ଗତଃ କମୁଳୁ କୁଲଦୀପଙ୍କ ଦଶାହ କାର୍ଯ୍ୟରେ ଯୋଗ ଦେଲେ ପଟାଙ୍ଗୀ ବିଧାୟକ ତଥା କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ। ଦଶାହ କାର୍ଯ୍ୟରେ ଯୋଗ ଦେଇ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ବିଧାୟକ ରାମଚନ୍ଦ୍ର କାଡାମ ଜଣାଇଥିବା ଅପରାହ୍ନ ୪ଟା ସମୟରେ ଦେଖିବାକୁ ମିଳିଛି।