This browser does not support the video element.
ନୂଆପଡା: ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟ ଠାରେ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ
Nuapada, Nuapada | Sep 6, 2025
ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟ ଠାରେ ପୁରସ୍କାର ବିତରଣ ସମାରୋହ ଆଜି ୬ ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୂଖ୍ୟ ଅତିଥି ଭାବରେ ଖଡ଼ିଆଳ ବିଧାୟକ ଅଧୀରାଜ ପାଣିଗ୍ରାହୀ ଯୋଗଦେଇ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ମେଡ଼ିକାଲ ଇନଚାର୍ଜ ଡ. ରଞ୍ଜିତ ରାଉତ, ଡ. ମହେନ୍ଦ୍ର ମାଝୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ସୁର୍ମି ସୋରେନ, ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ, ବିଡ଼ିଓ ନରସିଂହ ଗଡବା, ଡ.ତନ୍ମୟ ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ।