Download Now Banner

This browser does not support the video element.

ଧର୍ମଶାଳା: ଯାଜପୁର ସ୍ଥିତ ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରହୋ ଅନୁଷ୍ଠିତ

Dharmasala, Jajpur | Sep 5, 2025
. ୦୫ ରିଖ ଶୁକ୍ରବାର ଦିବା 1 ଘଟିକା ସମୟରେ ଯାଜପୁର ସ୍ଥିତ ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଜ଼ିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ, ସମଗ୍ର ଶିକ୍ଷା, ଯାଜପୁର ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ପୁରସ୍କାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ନାରାୟଣ ମହାଲିକଙ୍କ ସଂଯୋଜନାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ମହେଶ୍ୱର ସାହୁ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।
Read More News
T & CPrivacy PolicyContact Us