This browser does not support the video element.
ଗୋପାଳପୁର: ଗୋଳନ୍ଥରା ସ୍ଥିତ ବନ୍ଦେ ମାତରଂ ଗୃହ ଠାରେ ଚାଷୀଙ୍କ ସମସ୍ୟା ଓ ସାର ବଣ୍ଟନ ଉପରେ ସମୀକ୍ଷା ବୈଠକ ଅନୁଷ୍ଠିତ
Gopalpur, Ganjam | Sep 7, 2025
ଗୋଳନ୍ଥରା ସ୍ଥିତ ବନ୍ଦେ ମାତରଂ ଗୃହ ଠାରେ ବାଣିଜ୍ୟ ପରିବହନ ଓ ଖଣି ଇସ୍ପାତ୍ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ଓ କୁକୁଡାଖଣ୍ଡି ବ୍ଲକର ଚାଷୀମାନଙ୍କର ସମସ୍ୟା ଓ ସାର ବିକ୍ରୟର ଉପରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ରବିବାର ଅପରାହ୍ନରେ ଏଥିରେ ଉପସ୍ଥିତ ସମବାୟ ସମିତି ସଭାପତି, ସମ୍ପାଦକ ମାନେ ନିଜ ନିଜ ସମବାୟ ସଂସ୍ଥା ର ବିଭିନ୍ନ ସମସ୍ୟା ନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।