Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଆସନ୍ତା ୧୫ତାରିଖ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାରିପଦା ଦିନିକିଆ ଗସ୍ତ; ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ପ୍ରସ୍ତୁତି ବୈଠକ
Baripada M, Mayurbhanj | Sep 11, 2025
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସେପ୍ଟେମ୍ବର ୧୫ ତାରିଖରେ ଦିନିକିଆ ବାରିପଦା ଗସ୍ତରେ ଆସୁଛନ୍ତି। ତେଣୁ ଏନେଇ ବିଜେପି ପକ୍ଷରୁ ତାଙ୍କୁ କିଭଳି ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ ସେନେଇ ଗୁରୁବାର ସଂଧ୍ୟା ପ୍ରାୟ ୭ଟାରେ ବାରିପଦା ତକତପୁର ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!