Install App
pmadhabadas
This browser does not support the video element.
ଅନୁଗୋଳ: ରାଜ୍ୟ ସ୍ତରୀୟ ସ୍କୋଏ ମାର୍ଶାଲ ଆର୍ଟ ଟୁର୍ଣ୍ଣାମେଣ୍ଟ ନେଇ ଅନୁଗୋଳ ଠାରେ ଜିଲ୍ଲା ସଂଘ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା
Anugul, Angul | Aug 30, 2024
ଅନୁଗୋଳ ଠାରେ ରାଜ୍ୟ ସ୍ତରୀୟ ସ୍କୋଏ ମାର୍ଶାଲ ଆର୍ଟ ଟୁର୍ଣ୍ଣାମେଣ୍ଟ ହେବା ନେଇ ଶୁକ୍ରବାର ମଧ୍ୟାହ୍ନରେ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ସଂଘ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l ଏଥିରେ ୩୦ଟି ଜିଲାରୁ ୪୫୦ଜଣ ପ୍ରତିଯୋଗୀ ଭାଗ ନେବେ ବୋଲି କୁହାଯାଇଛି l ଏହି ସାମ୍ବାଦିକ ସମ୍ମିଳନୀରେ ଅନୁଗୋଳ ଜିଲ୍ଲା ସଭାପତି ଦ୍ୱାରିକା ପ୍ରସାଦ ନନ୍ଦ, ରାଜ୍ୟ ସାଧାରଣ ସମ୍ପାଦକ ଏସ କେ ସଲାଉଦ୍ଦିନ, ଜିଲ୍ଲା କ୍ରୀଡା ଅଧିକାରୀ ଅକ୍ଷୟ କୁମାର ସିଠ ପ୍ରମୁଖ ଉପସ୍ଥିତ ଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!