Download Now Banner

This browser does not support the video element.

ଅନୁଗୋଳ: ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

Anugul, Angul | Aug 25, 2025
ଅନୁଗୋଳ ଜିଲ୍ଲା ଅନୁଗୋଳ ଥାନା ଅନ୍ତର୍ଗତ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଥିବା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେଉଛି। ଜିଲ୍ଲାର ବିଭିନ୍ନ ବ୍ଳକର ଲୋକମାନେ ବିଭିନ୍ନ ସମସ୍ୟା ବିଷୟରେ ଅଭିଯୋଗ କରୁଥିବା ସୂଚନା ମିଳିଛି।ସୋମବାର ଦିନ ବାରଟା ସୁଦ୍ଧା 20 ଜଣ ଲୋକ ବିଭିନ୍ନ ସମସ୍ୟା ବିଷୟରେ ଅଭିଯୋଗ କରିଛନ୍ତି।
Read More News
T & CPrivacy PolicyContact Us