Download Now Banner

This browser does not support the video element.

ବୌଦ୍ଧ ସଦର: ତାଳବାହାଲ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

Baudh Sadar, Boudh (Bauda) | Aug 31, 2025
ଆଜି ଅପରାହ୍ନ ୩ଟା ସମୟରେ ମିଳିଥିବା ସୂଚନା ଅନୁସାରେ l ଆଜି ସକାଳ ୧୧ଟା ସମୟରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ତାଳବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଜେନା ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ତାଳବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସଭାପତି ଶ୍ରୀମତୀ ସୁଜାତା ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ମୂଖ୍ୟ ଅତିଥି ଭାବେ ମୋ ସ୍କୁଲ ଅଭିଯାନର ସଭାପତି ହୃଦାନନ୍ଦ ପ୍ରଧାନ,ବ୍ଲକ ଶିକ୍ଷା ସଂଯୋକ ବାଳଗୋପାଳ ସ୍ୱାଇଁ, ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଅବସର ପ୍ରାପ୍ତ ଶିକ୍ଷକ ବସନ୍ତ କୁମାର
Read More News
T & CPrivacy PolicyContact Us