Download Now Banner

This browser does not support the video element.

କେନ୍ଦ୍ରାପଡା: ଜିଲ୍ଲାପାଳଙ୍କ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ |

Kendrapara, Kendrapara | Sep 2, 2025
କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର ଆୟାର ଆଜି ପୂର୍ବାହ୍ନରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଇନ୍ଦୁପୁର ଗସ୍ତ କରି ମେଡିକାଲ ଅଧିକାରୀ ସହିତ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ | ଏହା ସହିତ ଜିଲ୍ଲାପାଳ ଇଣ୍ଡୋର ଓ ଆଉଟଡର ରୋଗୀ ମାନଙ୍କୁ ସ୍ୱାସ୍ଥ୍ୟ ସ୍ଥିତି ପଚାରି ବୁଝିଛନ୍ତି | ପରେ ଜିଲ୍ଲାପାଳ ବିଭିନ୍ନ ରେଜିଷ୍ଟର ଏବଂ ଔଷଧ ଗୁଡିକ ଯାଞ୍ଚ କରିଥିଲେ | ରୋଗୀ ମାନେ ଯେପରି ସର୍ବଦା ଉତ୍ତମ ଚିକିତ୍ସା ସେବା ପାଇବେ ସେଥିପ୍ରତି ଗୁରୁତ୍ବ ଦେବାକୁ ମେଡିକାଲ ଅଫିସରଙ୍କୁ ନିର୍ଦେଶ ଦେଇଥିଲେ l
Read More News
T & CPrivacy PolicyContact Us