This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ଗାନ୍ଧୀ ସ୍ମୃତି ଭବନ ଠାରେ ଜିଲ୍ଲାସ୍ତରୀୟ ଗୁରୁଦିବସ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ,ଯୋଗ ଦେଲେ ନୀଳଗିରି ବିଧାୟକ
Baleshwar M, Balasore | Sep 5, 2025
ଆଜି ପବିତ୍ର ଗୁରୁଦିବସ ଅବସରରେ ଜିଲ୍ଲା ଶିକ୍ଷା ବିଭାଗ,ବାଲେଶ୍ୱର ପକ୍ଷରୁ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ଠାରେ ପୂର୍ବାହ୍ନ ୧୧.୩୦ ମିନିଟ ସମୟରେ ଜିଲ୍ଲାସ୍ତରୀୟ ଗୁରୁଦିବସ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ,ସମ୍ମାନିତ ଅତିଥି ଭାବେ ଜିଲ୍ଲାପରିଷଦ ସଭାପତି ନାରାୟଣ ଚନ୍ଦ୍ର ପ୍ରଧାନ,ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାଏକ,ସଦର ବିଧାୟକଙ୍କ ପ୍ରତିନିଧି ଗୌରାଙ୍ଗ ଚରଣ ଦାସ,ADEO ପୂର୍ଣ୍ଣିମା ଦାସ,ରେମୁଣା ଶିକ୍ଷା ତାଲିମ କେନ୍ଦ୍ର ଅଧ୍ୟକ୍ଷା ଜୟଶ୍ରୀ ବୋଷ ପ୍ରମୁଖ ଯୋଗଦେଇ ଥିଲେ।