Download Now Banner

This browser does not support the video element.

ବୌଦ୍ଧ ସଦର: ବୌଦ୍ଧ ସହରର ବିଭିନ୍ନ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ

Baudh Sadar, Boudh (Bauda) | Sep 5, 2025
ଶୁକ୍ରବାର ଦିନ ବୌଦ୍ଧ ସହରର ବିଭିନ୍ନ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ ହୋଇ ଯାଇଛି l ବୌଦ୍ଧର ଶତାଧିକ ବର୍ଷର ପୁରୁଣା ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଗାୟତ୍ରୀ ସାହୁଙ୍କ ଅଧ୍ୟକ୍ଷତାରେ ସେଣ୍ଟିନାରୀ ହଲ ଠାରେ ଗୁରୁ ଦିବସ ପାଳିତ ହୋଇଥିଲା | ସେହିପରି ଅନ୍ୟତମ ପୂରାତନ ହାଇସ୍କୁଲ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମଧ୍ୟ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାମଲଙ୍କ ଅଧ୍ୟକ୍ଷତାରେ ଗୁରୁ ଦିବସ ପାଳିତ ହୋଇଥିଲା | ତା ସହିତ ସହରର ବିଭିନ୍ନ ବିଦ୍ୟାଳୟ ମହା ବିଦ୍ୟାଳୟରେ ଗୁରୁ ଦିବସ ପାଳିତ ହୋଇ ଯାଇଛି l
Read More News
T & CPrivacy PolicyContact Us