Download Now Banner

This browser does not support the video element.

ଡାବୁଗାଁ: ପାପଡ଼ାହାଣ୍ଡି ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟରେ ପ୍ରାଥମିକ ଶିକ୍ଷକଙ୍କ ବୈଠକ ଅନୁଷ୍ଠିତ

Dabugan, Nabarangpur | Aug 24, 2025
ପାପଡ଼ାହାଣ୍ଡି ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକର ସମସ୍ତ ଲେବେଲ-v(ଏ ) ସହକାରୀ ଶିକ୍ଷକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା | ସହକାରୀ ଶିକ୍ଷକ ରାଜେନ୍ଦ୍ର କୁମାର ପଣ୍ଡା ବୈଠକରେ ଉପସ୍ଥିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ୱାଗତ ଓ ଅଭିନନ୍ଦନ ଜଣାଇ ବ୍ଲକ କନିଷ୍ଠ ଶିକ୍ଷକ ସଙ୍ଘର ପୂର୍ବତନ ସଭାପତି ଅନିଲ କୁମାର ସାହୁଙ୍କୁ ବୈଠକ ପରିଚାଳନା କରିବା ପାଇଁ ଅନୁରୋଧ କରିଥିଲେ |ଉକ୍ତ ବୈଠକରେ ଆଗାମୀ ଦିନରେ ପ୍ରାଥମିକ ଶିକ୍ଷକ ମାନଙ୍କ ନ୍ୟାର୍ଯ୍ୟ ଦାବି ହାସଲ କରିବାନିମନ୍ତେ ହେବାକୁ ଯାଉଥିବା ରାଜ୍ୟ ସ୍ତରୀୟ ଆନ୍ଦୋଳନ ବିଷୟରେ ସବିଶେଷ ଆଲୋଚନା ହୋଇଥିଲା
Read More News
T & CPrivacy PolicyContact Us