Download Now Banner

This browser does not support the video element.

କୋରାପୁଟ ସହର: କୋରାପୁଟ ଜିଲ୍ଲାକୁ ଶୁକ୍ରବାର ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର

Koraput Town, Koraput | Sep 4, 2025
କୋରାପୁଟ ଜିଲ୍ଲାରେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ଅପରାହ୍ନ ୪ଟା ସମୟରେ ଏନେଇ କୋରାପୁଟ ଜିଲ୍ଲାକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ସହ ଘଡ଼ଘଡ଼ି ସମ୍ଭାବନା ରହିଛି।
Read More News
T & CPrivacy PolicyContact Us