Install App
kalpana7958
This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ରେମୁଣା ଏନଏସି କାର୍ଯ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Baleshwar M, Balasore | Aug 25, 2025
ବାଲେଶ୍ୱର ଜିଲ୍ଲା ରେମୁଣା ଏନ ଏସି ରେ ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ପରିପ୍ରେକ୍ଷୀରେ ଏନ ଏ ସି ଅଧ୍ୟକ୍ଷା ଓ ଅନ୍ୟାନ୍ୟ ଅଧିକାରୀ ନେତୃବୃନ୍ଦ ଯୋଗଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ କୁ ସୋମବାର ଦିନ ୩ଘଟିକାରେ ସମାପନ କରାଯାଇଥିଲା।
Share
Read More News
T & C
Privacy Policy
Contact Us
Your browser does not support JavaScript!