This browser does not support the video element.
ସୋନପୁର: ଡୁଙ୍ଗୁରିପାଲି ରେ ଗ୍ରାମ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
Sonapur, Subarnapur (Sonepur) | Sep 1, 2025
ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ୨ ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଠାରେ ଗ୍ରାମ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଗ୍ରାମ ପଂଚାୟତର ସରପଞ୍ଚଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ବିଡ଼ିଓ ଦିଲ୍ଲୀପ କୁମାର ବାଡା ଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି, ଦରଖାସ୍ତ ମାଧ୍ୟମରେ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ l ଶିବିରରେ ସର୍ବମୋଟ 9 ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ, ତନ ମଧ୍ୟରୁ 5 ଗୋଟି ବ୍ୟକ୍ତିଗତ ଏବଂ 4 ଗୋଟି ସାମୁହିକ ଥିବା ଜଣା ପଡିଛି l