This browser does not support the video element.
କୋରାପୁଟ ସହର: ଲକ୍ଷ୍ମୀପୁର ଗୌଡ଼ ଗୁଡା ପଞ୍ଚାୟତ ସଦର ମହକୁମା ଠାରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଅନୁଷ୍ଠିତ
Koraput Town, Koraput | Aug 4, 2025
କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ଗୌଡ଼ ଗୁଡା ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହ ଠାରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଦିନ ୨ଟା ପର୍ଯ୍ୟନ୍ତ ଆୟୋଜିତ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିରରେ ବ୍ଳକ୍ ସ୍ତରୀୟ ବିଭାଗୀୟ ଅଧିକାରୀ ସହ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ। ସ୍ଥାନୀୟ ଅଞ୍ଚଳର ସମସ୍ୟା ଶୁଣିବା ସହ ସମାଧାନ ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।