Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ୧ ଆଉ ଏକ ଲଘୁଚାପ;ଏନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
Bhubaneswar M Corp, Khordha | Sep 28, 2025
ରାଜ୍ୟରେ ଆଜିଠାରୁ କମିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଅବପାତ ଶ୍ରୀକାକୁଲମ ପାଖରେ ପହଞ୍ଚିବା ପରେ କ୍ରମଶଃ ଦୁର୍ବଳ ହୋଇଛି । ରବିବାର ସନ୍ଧ୍ୟା ସୁଦ୍ଧା ଏହା ଆହୁରି ଦୁର୍ବଳ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ୩୦ ତାରିଖ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।
Share
Read More News
T & C
Privacy Policy
Contact Us
Your browser does not support JavaScript!