This browser does not support the video element.
ବୌଦ୍ଧ ସଦର: ବୌଦ୍ଧ ଥାନାରେ ସହରରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ କାଉନସିଲର ମାନଙ୍କୁ ନେଇ ବୈଠକ
Baudh Sadar, Boudh (Bauda) | Sep 12, 2025
ଶୁକ୍ରବାର ସନ୍ଧ୍ୟାରେ ବୌଦ୍ଧ ଥାନାରେ ସହରରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ସମସ୍ତ କାଉନସିଲର ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି l ବୌଦ୍ଧ ଥାନାର ଆଇଆଇସି ନଳିନୀ କାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବୌଦ୍ଧ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡର କାଉନସିଲର ମାନେ ଯୋଗ ଦେଇଥିଲେ | ସହରର ବିଭିନ୍ନ ୱାର୍ଡ ଅଞ୍ଚଳରେ ଚୋରା ମାଦକ ଦ୍ରବ୍ୟ ବିକ୍ରି ନିଷେଧ, ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା ଓ ସୌହାର୍ଦ୍ୟ ପୂର୍ଣ୍ଣ ବାତାବରଣ ସୃଷ୍ଟି ପାଇଁ ଆଇ ଆଇ ସି ଅନୁରୋଧ କରିଥିଲେ |