Download Now Banner

This browser does not support the video element.

ଆନନ୍ଦପୁର: ହଦଗଡ଼ ପିଏମ୍ ଶ୍ରୀ ଜବହାର ନବୋଦୟ ବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ପାଳିତ, ଯୋଗଦେଲେ ସାଂସଦ

Anandapur, Kendujhar | Aug 23, 2025
ହାଟଡିହି ବ୍ଲକ ହଦଗଡ଼ ଜବହାର୍ ନବୋଦୟ ବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଉପେନ୍ଦ୍ରନାଥ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ଚାରିଟା ବେଳେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାଂସଦ ଅନନ୍ତ ଚରଣ ନାୟକ, ଆନନ୍ଦପୁର ନିର୍ବାଚନ ମଣ୍ଡଳୀର  ବିଜେପି ନେତା ଆଲୋକ ସେଠୀ, ରାମଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଅତିଥି ଭାବେ ଦେଇ ମହାକାଶ ଦିବସ ପାଳନର ଆଭିମୁଖ୍ୟ ଉପରେ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ୭ଶହ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗଦେଇଥିଲେ।
Read More News
T & CPrivacy PolicyContact Us