Download Now Banner

This browser does not support the video element.

ଭଣ୍ଡାରିପୋଖରୀ: ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ପ୍ରତ୍ୟକ୍ଷ ଯୁଗ୍ମ ଜନ ଶୁଣାଣି ଶିବିର ବନ୍ତ ପଞ୍ଚାୟତ ସମିତି ସଭାଗୃହ ଠାରେ ଅନୁଷ୍ଠିତ

Bhandari Pokhari, Bhadrak | Aug 11, 2025
ଜିଲ୍ଲାପାଳ,ଭଦ୍ରକ ଓ ଆରକ୍ଷୀ ଅଧିକ୍ଷକ,ଭଦ୍ରକଙ୍କ ପ୍ରତ୍ୟକ୍ଷ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ। ଆଜି ବନ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ଠାରେ ଏହି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଜନ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ,ମୁଖ୍ୟ ଉନ୍ନୟନ ଅଧିକାରୀ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ। ତେବେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ଅଭିଯୋଗ ମାନ ଯଥାଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।
Read More News
T & CPrivacy PolicyContact Us