Download Now Banner

This browser does not support the video element.

କଟକ ପୌରାଞ୍ଚଳ: ଆଠଗଡ ଇଚ୍ଛାପୁର ବିଜୁ ସେତୁ ଉପରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ୨ ଗୁରୁତର

Cuttack M Corp PS, Cuttack | Aug 31, 2025
କଟକ ଜିଲ୍ଳା ଆଠଗଡ ଥାନା ଅନ୍ତର୍ଗତ ଇଚ୍ଛାପୁର ନିକଟ ବିଜୁ ସେତୁ ଉପରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ମର୍ମତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ରବିବାର ଦିନ ୨ ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ଇଚ୍ଛାପୁର ଗ୍ରାମର ଶିତୁନ ରାଉତ। ଗୁରୁତରଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ପହଞ୍ଚି ତଦନ୍ତ କରୁଛି।
Read More News
T & CPrivacy PolicyContact Us