This browser does not support the video element.
ଲକ୍ଷ୍ମୀପୁର: ବନ୍ଧୁଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ
Lakshmipur, Koraput | Sep 9, 2025
ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଆଜି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବନ୍ଧୁଗାଁ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ପ୍ରଶାସନିକ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବ୍ଲକ କାର୍ଯ୍ୟାଳୟ ତରଫରୁ ଅପରାହ୍ନ ୪ଟା ସମୟରେ ସୂଚନା।