Download Now Banner

This browser does not support the video element.

ଝାରସୁଗୁଡା: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଲୋଇସିଂ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Jharsuguda, Jharsuguda | Aug 25, 2025
ଝାରସୁଗୁଡା ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଲୋଇସିଂ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ସକାଳ ଏଗାରଟା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଝାରସୁଗୁଡ଼ା ପକ୍ଷରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ସମାଜ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଅଲୋକମୟୀ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଆଇନ୍ ସେବା ପ୍ରାଧିକରଣ ର କାର୍ଯ୍ୟ ଯେପରି ମାଗଣା ଆଇନ୍ ପରାମର୍ଶ, ଓକିଲ ଯୋଗାଇଦେବା, ମଧ୍ୟସ୍ଥତା, ଲୋକ ଅଦଲତରେ ମାମଲାର ସମାଧାନ ଇତ୍ୟାଦି ବିଷୟ ଗୁଡ଼ିକ
Read More News
T & CPrivacy PolicyContact Us