This browser does not support the video element.
ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରକୁଣ୍ଡା ବ୍ଲକ ଅନ୍ତର୍ଗତ ଏମ. ପି. ଭି. ୧୮ ପ୍ରାଥମିକ ବିଦ୍ୟାଳୟ ପରିସରରେ ମା' ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ
Malkangiri, Malkangiri | Aug 21, 2025
ମାଲକାନଗିରି ଜିଲ୍ଲା କୋରକୁଣ୍ଡା ବ୍ଲକ ଅନ୍ତର୍ଗତ ଏମ. ପି. ଭି. ୧୮ ପ୍ରାଥମିକ ବିଦ୍ୟାଳୟ ପରିସରରେ ମା' ପାଇଁ ଗଛଟିଏ କାର୍ଯ୍ୟକ୍ରମ ବନ ବିଭାଗ ଦ୍ଵାରା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟ ପରିଚାଳନା କମିଟିର ମଧ୍ୟ ସହଯୋଗ କରିଥିବା ବେଳେ ଉକ୍ତ କାର୍ଯ୍ୟକ୍ରମରେ ବାଲିମେଳା ବନବିଭାଗ ଏ.ସି.ଏଫ ପ୍ରିୟଙ୍କା ମହୁକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅସିତ ମିସ୍ତ୍ରୀ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିବା ବେଳେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିଜୟ କୁମାର ସ୍ୱାଇଁ ଉପସ୍ଥିତ ରହି ବହୁ ବୃକ୍ଷ ରୋପଣ କରିଥିଲେ।