This browser does not support the video element.
ଝାରସୁଗୁଡା: ଗୁମାଡ଼େରା ଜୁବଲି ହଲରେ ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ ନେଇ ଆୟୋଜିତ ତ୍ରି ଦିବସୀୟ ସହାୟକ ଶିକ୍ଷଣ କାର୍ଯ୍ୟକ୍ରମ ଉନ୍ମେଷ 2.1 ଉଦଯାପିତ
Jharsuguda, Jharsuguda | Aug 22, 2025
ଝାରସୁଗୁଡା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ଟି.ଆର.ଏଲ, କ୍ରୋସାକି ବେଲପାହାଡର ମିଳିତ ଆନୁକୂଲ୍ୟରେ ଗୁମାଡ଼େରା ସ୍ଥିତ ଜୁବଲି ହଲ ଠାରେ ଝାରସୁଗୁଡା ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟର ଶହେ ଜଣ A1 ଆକାଂକ୍ଷୀ ଛାତ୍ରଛାତ୍ରୀମାନଙ୍କୁ ନେଇ ଆୟୋଜିତ ହୋଇଥିବା ପ୍ରଥମ ତ୍ରି-ଦିବସୀୟ ସହାୟକ ଶିକ୍ଷଣ କାର୍ଯ୍ୟକ୍ରମ 'ଉନ୍ମେଷ-2.1' ଆଜି ଅପରାହ୍ନ ଚାରିଟା ସମୟରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ଝାରସୁଗୁଡା ଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ରାଧାକାନ୍ତ ଗଡ଼ତିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତିନି ଦିନ ଧରି ଅନୁଷ୍ଠିତ ହୋଇଥିବା କର୍ମଶାଳାରେ ଛାତ୍ରଛାତ୍ରୀମାନଙ୍କୁ ଚଳିତ ଶିକ୍ଷାବର୍ଷ