Download Now Banner

This browser does not support the video element.

ଛତ୍ରପୁର: ବ୍ରହ୍ମପୁର ସ୍ଥିତ ଆରଡିସିଙ୍କ କାର୍ଯ୍ୟାଳୟ ଠାରେ ୭୯ତମ ସ୍ଵାଧୀନତା ଦିବସର ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Chhatrapur, Ganjam | Aug 22, 2025
ବ୍ରହ୍ମପୁର ସ୍ଥିତ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ କାର୍ଯ୍ୟାଳୟ ସଦଭାବନା ସଭା ଗୃହରେ ୭୯ତମ ସ୍ଵାଧୀନତା ଦିବସର ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଅପରାହ୍ନରେ ଏହି କାର୍ଯ୍ୟକ୍ରମରେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ ସଂଗ୍ରାମ କେଶରୀ ମହାପାତ୍ର, ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର ଯୋଗ ଦେଇ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ହୋଇଥିବା ଚିତ୍ରାଙ୍କନ, ବକ୍ତୃତା ,ପ୍ରବନ୍ଧ ପ୍ରତିଯୋଗିତା ଏବଂ ପ୍ୟାରେଡ୍ ଓ ପି.ଇ.ଟି ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।
Read More News
T & CPrivacy PolicyContact Us