Download Now Banner

This browser does not support the video element.

ଫୁଲବାଣୀ ସହର: ଫୁଲବାଣି ଠାରେ କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ବିଶ୍ବ ବରିଷ୍ଠ ନାଗରିକ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

Phulabani Town, Kandhamal | Aug 21, 2025
କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ବିଶ୍ବ ବରିଷ୍ଠ ନାଗରିକ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ବିଶ୍ବ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଇଛି। ସଂଘ ପକ୍ଷରୁ ଅୟୋଜିତ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ରେ ବୁଧବାର ଦିନ ସକାଳ ୧୦ ଟା ସମୟରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଏକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ୧୪୯ଜଣ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରି ଥିଲେ। ସୁଦୂର ଭୁବନେଶ୍ୱର ରୁ ଆସିଥିବା ଚିକିତ୍ସକ ମାନଙ୍କୁ ଏହି ଅବସରରେ ସଂଘ କାର୍ଯ୍ୟକର୍ତ୍ତା ଗଣ ସ୍ଵାଗତ ଏବଂ ଧନ୍ୟ
Read More News
T & CPrivacy PolicyContact Us