This browser does not support the video element.
ଢେଙ୍କାନାଳ ସଦର: ସ୍ୱାୟତ ଶାସନ ଦିବସ ଉପଲକ୍ଷେ ପୌର ପରିଷଦ ପକ୍ଷରୁ ସହରରେ ବରପୁତ୍ରମାନଙ୍କୁ ପୁଷ୍ପମାଲ୍ୟ ଅପର୍ଣ୍ଣ
Dhenkanal Sadar, Dhenkanal | Aug 31, 2025
ଆଜି ରବିବାର ଦିନ ଢେଙ୍କାନାଳ ପୌରପରିଷଦ ପକ୍ଷରୁ ପବିତ୍ର ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ୨୦୨୫ ଉପଲକ୍ଷେ ସହର ମଧ୍ୟରେ ରହିଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତୀରେ ସକାଳ ୯ଟା ଠାରୁ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ଉପାଧକ୍ଷ ପ୍ରକାଶ ଚନ୍ଦ୍ର କୁଅଁର, ପୌର ନିର୍ବାହୀ ଅଧିକାରୀ, ବିଭିନ୍ନ ୱାର୍ଡର କାଉନସିଲର ଓ ପୌର କର୍ମଚାରୀମାନେ ଉପସ୍ଥିତ ରହିଥିଲେ ।