This browser does not support the video element.
ହିଞ୍ଜିଳି: ହିଞ୍ଜିଳି କାଟୁ ପଞ୍ଚାୟତ ସମିତି କାର୍ଯ୍ୟଳୟ ପରିସରରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି ଶିବିର ଅନୁଷ୍ଠିତ
Hinjili, Ganjam | Sep 10, 2025
ଗଞ୍ଜାମ ଜିଲ୍ଲା ହିଞ୍ଜିଳି କାଟୁ ପଞ୍ଚାୟତ ସମିତି ସଭା କକ୍ଷ ପରିସରରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣି ଶିବିର ଅନୁଷ୍ଠିତ. ଆଜିର ଏହି କାର୍ଯ୍ୟକ୍ରମ ରେ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ଅଧ୍ୟକ୍ଷତା ରେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସୁଭାଶିଷ ବରାଳ ଯୋଗଦେଇଥିବା ବେଳେ ଜିଲ୍ଲା ଅତିରିକ୍ତ ଅରକ୍ଷୀ ଅଧିକ୍ଷକ ଓ ବ୍ଲକ ଅଧ୍ୟକ୍ଷା ପ୍ରମୁଖ ମଞ୍ଚାସିନ ଥିଲେ. ଆଜିର ଏହି କାର୍ଯ୍ୟକ୍ରମ ଆର୍ଥିକ ବର୍ଷ ୨୦୨୪ - ୨୫ ସାମାଜିକ ସମୀକ୍ଷା କରାଯାଇଛି।