Download Now Banner

This browser does not support the video element.

ବରଗଡ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଶବ ବ୍ୟବଚ୍ଛେଦ ପାଇଁ ଅଣାଗଲା ପପଙ୍ଗା ପାହାଡ଼ରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଥିବା ଯୁବକଙ୍କ ଶବ

Bargarh, Bargarh (Baragarh) | Sep 2, 2025
ମଙ୍ଗଳବାର ଅପରାହ୍ନ 3 ଘଣ୍ଟା ସମୟରେ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ ପାଇଁ ଅଣାଗଲା ପପଙ୍ଗା ପାହାଡରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଥିବା ଯୁବକଙ୍କ ଶବ | ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ପପଙ୍ଗା ପାହାଡ଼ରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ସଲିକି ଗ୍ରାମର ପରମେଶ୍ୱର ଦିଗାଲଙ୍କ 22 ବର୍ଷୀୟ ପୁଅ ମାଧବ ବୋଲି ଜଣାପଡିଛି । ଭେଡେନ ଥାନା ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି ।
Read More News
T & CPrivacy PolicyContact Us