Download Now Banner

This browser does not support the video element.

ଜଗତସିଂହପୁର: ପାରାଦ୍ଵୀପ ଲକ୍ ଥାନା ଅଞ୍ଚଳରେ ଜଣେ ନାବାଳିକା କୁ ବ୍ଲାକମେଲିଂ ଅଭିଯୋଗ ହୋଇଛି ବିଜୟ‌ଓ୍ବାଡାରୁ ସମ୍ପୃକ୍ତ ଯୁବକକୁ ଗିରଫ କଲା ପୋଲିସ

Jagatsinghapur, Jagatsinghpur | Aug 12, 2025
ପାରାଦ୍ଵୀପ ଲକ୍ ଥାନା ଅଞ୍ଚଳରେ ଜଣେ ନାବାଳିକା କୁ ବ୍ଲାକମେଲିଂ ଅଭିଯୋଗ ହୋଇଛି ବିଜୟ‌ଓ୍ବାଡାରୁ ସମ୍ପୃକ୍ତ ଯୁବକକୁ ଗିରଫ କଲା ପୋଲିସ। ଏହି ଘଟଣାରେ ଲକ୍ ଥାନା ପୋଲିସ ବିଜୟ‌ଓ୍ବାଡାରୁ ସମ୍ପୃକ୍ତ ଯୁବକକୁ ଉଠାଇ ଆଣି କୋର୍ଟ ଚାଲାଣ କରିଛି। ଅଭିଯୋଗ ମୁତାବକ କେନ୍ଦ୍ରାପଡ଼ା ଅଞ୍ଚଳ ରେ ଥିବା ନିଜ ମାଉସୀ ଘରକୁ ଯାଇଥିବା ବେଳେ ଯୁବକ ସହିତ ନାବାଳିକା ର ପରିଚୟ ହୋଇଥିଲା । ଉଭୟ ବିଭିନ୍ନ ସମୟରେ କଥାବାର୍ତ୍ତା ହେବା ସହିତ କିଛି ଫଟୋ ଉଠାଇଥିଲେ । ଯୁବକ ଜଣଙ୍କ ଚାକିରି କରିବାକୁ ବାହାର ରାଜ୍ୟକୁ ଯିବା ପରେ ଉଭୟଙ୍କ ମଧ୍ୟରେ ବେସୀ କଥାବାର୍ତ୍ତା ହେଉନଥିଲା। ଯାହାକୁ ନେଇ ଯୁବକ ଜଣଙ୍କ ନାବାଳ
Read More News
T & CPrivacy PolicyContact Us