Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ସୃଷ୍ଟି ହୋଇଛି ଲଘୁଚାପ ଏନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 3, 2025
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ । ଏହା ଧୀରେଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ବିଶେଷ କରି ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷିଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!